ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ : ଚିକିତ୍ସାଧୀନ ଅବସ୍ଥାରେ ୭୮ ବର୍ଷ ବୟସରେ ମୃତ୍ୟୁ; ଖାଲିପଡିଥିବା ଜମିରେ ଜୈବିକ ଚାଷ କରି ଆଣିଥିଲେ ପରିବର୍ତ୍ତନ

କନକ ବ୍ୟୁରୋ : ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ । ୭୮ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ୨୦୨୦ରେ ରାଧାମୋହନ ଓ ତାଙ୍କ ଝିଅଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା । ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ପରିବର୍ତନ ଆଣିଥିଲେ ରାଧାମୋହନ । ପୂର୍ବରୁ ଓଡ଼ିଶାର ସୁଚନା କମିଶନର ଥିଲେ ରାଧାମୋହନ । ରାଧାମୋହନ ପୁରୀ ଏସସିଏସ କଲେଜରେ ଅଧ୍ୟକ୍ଷ ପଦରୁ ଅବସର ନେବା ପରେ ସେ ସୁଚନା କମିଶନର ଥିଲେ ।

from Kanak News
via <a href="https://ifttt.com/?

Leave a Reply

Fill in your details below or click an icon to log in:

WordPress.com Logo

You are commenting using your WordPress.com account. Log Out /  Change )

Google photo

You are commenting using your Google account. Log Out /  Change )

Twitter picture

You are commenting using your Twitter account. Log Out /  Change )

Facebook photo

You are commenting using your Facebook account. Log Out /  Change )

Connecting to %s

Create your website with WordPress.com
Get started
%d bloggers like this: