ଆଇପିଏଲ ଟକ୍କର: ଟସ ଜିତି ମୁମ୍ବାଇର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ଦଳ

କନକ ବ୍ୟୁରୋ: ଆଜିର ଆଇପିଏଲ ହାଇଭୋଲ୍ଟେଜ ମ୍ୟାଚରେ ମୁହାଁ ମୁହିଁ ହେବେ ବାଙ୍ଗାଲୋର ଓ ମୁମ୍ବାଇ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ମୁମ୍ବାଇ, ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ଆସିବ ବାଙ୍ଗାଲୋର ଦଳ । ଏହି ମ୍ୟାଚ ଉଭୟ ଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ଲେ ଅଫରେ ନିଜ ସ୍ଥାନ ପକ୍କା କରିବା ପାଇଁ ମୈଦାନକୁ ଓହ୍ଲାଇବେ ଉଭୟ ଦଳ ।

The post ଆଇପିଏଲ ଟକ୍କର: ଟସ ଜିତି ମୁମ୍ବାଇର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ଦଳ first appeared on Kanak News.

from Kanak News
via <a href="https://ifttt.com/?

Leave a Reply

Fill in your details below or click an icon to log in:

WordPress.com Logo

You are commenting using your WordPress.com account. Log Out /  Change )

Google photo

You are commenting using your Google account. Log Out /  Change )

Twitter picture

You are commenting using your Twitter account. Log Out /  Change )

Facebook photo

You are commenting using your Facebook account. Log Out /  Change )

Connecting to %s

Create your website with WordPress.com
Get started
%d bloggers like this: