‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ: ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

କନକ ବ୍ୟୁରୋ: ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ । ଆଉ କିଛି ସମୟ ପରେ ସ୍ଥଳଭାଗ ଛୁଇଁବ ବାତ୍ୟା । କଳିଙ୍ଗପାଟ୍ଟନମ ଓ ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ବାତ୍ୟା ପ୍ରଭାବରେ ବର୍ଷା ଓ ପବନ ଜାରି । ପବନର ବେଗ ୭୫ରୁ ୮୫ କିଲୋମିଟର ରହିଛି । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୩ ଘଣ୍ଟାରୁ ଅଧିକ ସମୟ ଧରି ଚାଲିବ ।

The post ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ: ୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା first appeared on Kanak News.

from Kanak News
via <a href="https://ifttt.com/?

Leave a Reply

Fill in your details below or click an icon to log in:

WordPress.com Logo

You are commenting using your WordPress.com account. Log Out /  Change )

Google photo

You are commenting using your Google account. Log Out /  Change )

Twitter picture

You are commenting using your Twitter account. Log Out /  Change )

Facebook photo

You are commenting using your Facebook account. Log Out /  Change )

Connecting to %s

Create your website with WordPress.com
Get started
%d bloggers like this: