କନକ ବ୍ୟୁରୋ : ଜାନୁଆରୀରୁ ଦେଶରେ କରୋନା ଟୀକା ଦେବା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଆଉ ଟିକା ପ୍ରିକ୍ରିୟାର ପ୍ରାକ ଅଭ୍ୟାସ ସ୍ୱରୂପ ଆନ୍ଧ୍ର ସମେତ ଆସାମ, ଗୁଜରାଟ ଓ ପଞ୍ଜାବରେ ଏହି ଡ୍ରାଏ ରନ ବ୍ୟବସ୍ଥା କରାଯିବ । ଆଜି ଓ ଆସନ୍ତାକାଲି ଏହି ଡ୍ରାଏ ରନ ପ୍ରକ୍ରିୟାରେ ବିଭିନ୍ନ କ୍ଷେତ୍ରରେ ସତର୍କତା ଅବଲମ୍ବନ ସହ ଆନୁଷଙ୍ଗିକ ଭିତିଭୂମି ବ୍ୟବସ୍ଥାର ସମୀକ୍ଷା ଆରମ୍ଭ ହୋଇଛି । । କେବଳ ଲକ୍ଷଦ୍ୱୀପକୁ ବାଦଦେଲେ ଦେଶରContinue reading “୪ ରାଜ୍ୟରେ ଟିକାର ଡ୍ରାଏ ରନ ଆରମ୍ଭ : ଆନ୍ଧ୍ର, ଆସାମ ,ଗୁଜରାଟ ଓ ପଞ୍ଜାବର ୮ଟି ଜିଲ୍ଲାରେ ଦୁଇଦିନ ପାଇଁ ବ୍ୟବସ୍ଥା”
Tag Archives: News
୨୨ ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ : ଭୁବନେଶ୍ୱର ଓ ଜଗତସିଂହପୁରରୁ ୩ ଜଣ ଲେଖାଁଏ ପଜିଟିଭ
କନକ ବ୍ୟୁରୋ : ବ୍ରିଟେନରୁ ଓଡିଶା ଫେରିଥିବା ଯାତ୍ରୀଙ୍କ ମଧ୍ୟରେ ୬ ଜଣ ପଜିଟିଭ । ଭୁବନେଶ୍ୱର ଓ ଜଗତସିଂହପୁରରୁ ୩ ଜଣ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୨ ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ । ନଭେମ୍ବର ୩୦ରୁ ଡିସେମ୍ବର ୨୧ ଯାଏଁ ୧୮୧ ଜଣ ଓଡିଶା ଫେରିଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର ସୂଚନା ଦେଇଛନ୍ତି । ୧୮୧ ଜଣଙ୍କ ମଧ୍ୟରୁ ୧୧୯ ଜଣଙ୍କ ପତା ମିଳିଛି । ହେଲେContinue reading “୨୨ ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ : ଭୁବନେଶ୍ୱର ଓ ଜଗତସିଂହପୁରରୁ ୩ ଜଣ ଲେଖାଁଏ ପଜିଟିଭ”
ଜିରୋ ନାଇଟ ଉପରେ ଲାଗିଲା କଟକଣା : ହୋଟେଲ, କ୍ଲବ ଓ କଲ୍ୟାଣ ମଣ୍ଡପରେ ଜିରୋ ନାଇଟ ସେଲିବ୍ରେସନ ଉପରେ ରୋକ ଲଗାଇଲା ବିଏମସି
କନକ ବ୍ୟୁରୋ : ରାଜଧାନୀରେ ଜିରୋ ନାଇଟରେ ଲାଗିଲା କଟକଣା । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କଟକଣା ଲାଗୁ କରାଯାଇଛି । ହୋଟେଲ, କ୍ଲବ ଓ କଲ୍ୟାଣ ମଣ୍ଡପରେ ଜିରୋ ନାଟଇ ସେଲିବ୍ରେସନ ହୋଇପାରିବ ନାହିଁ । ଜନସମାଗମ ଉପରେ ବିଏମସି ପକ୍ଷରୁ ରୋକ ଲଗାଯାଇଛି । ହୋଟେଲ,କ୍ଲବ ନଯାଇ ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସି ପରାମର୍ଶ ଦେଇଛନ୍ତି । ଡିସେମ୍ବର ୩୧ ଜିରୋନାଇଟ ଓ ଜାନୁଆର ୧ ନୂଆବର୍ଷରେ ଟୁଇନସିଟିରେContinue reading “ଜିରୋ ନାଇଟ ଉପରେ ଲାଗିଲା କଟକଣା : ହୋଟେଲ, କ୍ଲବ ଓ କଲ୍ୟାଣ ମଣ୍ଡପରେ ଜିରୋ ନାଇଟ ସେଲିବ୍ରେସନ ଉପରେ ରୋକ ଲଗାଇଲା ବିଏମସି”
ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ : ସିବିଆଇ ଅଫିସ ସାମ୍ନାରେ ଅସୁସ୍ଥ ହୋଇପଡିଲେ
କନକ ବ୍ୟୁରୋ : ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ । କଂଗ୍ରେସର ପ୍ରତିଷ୍ଠା ଦିବସରେ ସିବିଆଇର ନିସ୍କ୍ରିୟତାକୁ ନେଇ ଏକ ଖୋଲା ଜିପରେ ଭାଷଣା ଦେଉଥିବା ବେଳେ ଅଚେତ ହୋଇ ପଡ଼ିଥିଲେ । ହଠାତ ଛାତିକୁ ଧରି ତଳେ ବସିପଡ଼ିଥିଲେ ନରସିଂହ ମିଶ୍ର । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ନରସିଂହ ମିଶ୍ର ଠିକ୍ ଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି।Continue reading “ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ : ସିବିଆଇ ଅଫିସ ସାମ୍ନାରେ ଅସୁସ୍ଥ ହୋଇପଡିଲେ”
ରାଜ୍ୟରେ ଶୀତ ଲହରୀ ଜାରି : ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା
କନକ ବ୍ୟୁରୋ : ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଆଜି ସକାଳ ସାଢେ ୮ଟାରେ ରେକର୍ଡ କରାଯାଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟର ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ମିଳିଥିବା ସୂଚନା ଅନୁଯାୟୀ, ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହର । ଏଠାରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ ଦାରିଙ୍ଗବାଡ଼ିରେContinue reading “ରାଜ୍ୟରେ ଶୀତ ଲହରୀ ଜାରି : ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା”
କରୋନା ପାଇଁ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ଅଧିକ କ୍ଷତିଗ୍ରସ୍ତ : ଡଃ ଅଚ୍ୟୁତ ସାମନ୍ତଙ୍କ ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ
ବିଶ୍ବ ଶିକ୍ଷା ମାନଚିତ୍ରରେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ସ୍ଥାନ ଦେବାରେ କିଟ୍ ଓ କିସ୍ର ପ୍ରତିଷ୍ଠାତା ଡଃ ଅଚ୍ୟୁତ ସାମନ୍ତଙ୍କ ପ୍ରମୁଖ ଭୂମିକା ରହିଛି। ଶିକ୍ଷା କ୍ଷେତ୍ର ପାଇଁ ତାଙ୍କର ରହିଥିବା ଲକ୍ଷ୍ୟ, ସମାଜସେବା ଓ ରାଜନୀତି ବିଷୟରେ ସେ ଯାହା କହିଛନ୍ତି ତାହାକୁ ଏଠାରେ ଉପସ୍ଥାପନ କରାଯାଇଛି… ଶିକ୍ଷା କ୍ଷେତ୍ର ପାଇଁ ଆପଣ କ’ଣ ଲକ୍ଷ୍ୟ ରଖିଛନ୍ତି? ଶିକ୍ଷା ହେଉଛି ଶିଶୁ ଓ ବ୍ୟକ୍ତିଙ୍କ ତୃତୀୟ ନୟନ ସଦୃଶ। ଯଦି ଶିକ୍ଷା ଭଳି ତୃତୀୟ ନୟନContinue reading “କରୋନା ପାଇଁ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀ ଅଧିକ କ୍ଷତିଗ୍ରସ୍ତ : ଡଃ ଅଚ୍ୟୁତ ସାମନ୍ତଙ୍କ ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ”
ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍-୨୦୨୧ : ପାଞ୍ଚଟି ବର୍ଗରେ ପୁରସ୍କାର
କନକ ବ୍ୟୁରୋ : ସମ୍ବାଦ ଗ୍ରୁପ୍ର ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍-୨୦୨୧ ପାଇଁ ଆବେଦନ ପ୍ରକ୍ରିୟା ୨୦୨୧ ଜାନୁଆରି ୬ରେ ଶେଷ ହେବ। ଏହି ତାରିଖ ପାଖେଇ ଆସୁଥିବା ବେଳେ ଉଦ୍ୟୋଗ ଜଗତରେ ପୁରସ୍କାରକୁ ନେଇ ଉତ୍ସାହ ବଢ଼ୁଛି। ପାଞ୍ଚଟି ବର୍ଗରେ ପୁରସ୍କାର ଦିଆଯିବ। ସେଗୁଡ଼ିକ ହେଉଛି କର୍ପୋରେଟ୍ ସାମାଜିକ ଦାୟିତ୍ବବୋଧ (CSR), ବୃହତ ଉଦ୍ୟୋଗ (LARGE), ମଧ୍ୟମ ଉଦ୍ୟୋଗ (MEDIUM), କ୍ଷୁଦ୍ର ଉଦ୍ୟୋଗ (SMALL) ଓ ଇମର୍ଜିଂ/ଷ୍ଟାର୍ଟଅପ୍Continue reading “ବ୍ରାଣ୍ଡସ୍ ଅଫ୍ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍-୨୦୨୧ : ପାଞ୍ଚଟି ବର୍ଗରେ ପୁରସ୍କାର”
ଉତ୍ତର ଭାରତରେ ପ୍ରବଳ ଶୀତ ଲହରୀ : କାଶ୍ମୀର ଓ ହିମାଚଳରେ ତୁଷାରପାତ ; ଜନଜୀବନ ପ୍ରଭାବିତ
କନକ ବ୍ୟୁରୋ : ପ୍ରବଳ ଥଣ୍ଡାରେ ଥରୁଛି ଦିଲ୍ଲୀ ସମେତ ଉତର ଭାରତ । ହିମାଚଳପ୍ରଦେଶ , କାଶ୍ମୀର ସମେତ ପଞ୍ଜାବ ଓ ଅନ୍ୟାନ୍ୟ ଅଂଚଳରେ ପ୍ରବଳ ତୁଷାରପାତ ହୋଇଛି । ହିମାଚଳର ସିମଳା ଓ କାଶ୍ମୀରର ରାଜୈରିରେ ପ୍ରବଳ ବରଫପାତ ଯୋଗୁଁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି । ଜିଲ୍ଲାର ସମସ୍ତ ରାସ୍ତା ବରଫରେ ଆଚ୍ଛାଦିତ ହୋଇରହିଯାଇଛି । ପାଣିପାଗ ବିଭାଗର କହିବା ଅନୁସାରେ, ଆସନ୍ତା କିଛିଦିନ ପାଇଁ ଉତର ଭାରତରେ ଏଭଳି ତୁଷାରପାତ ଜାରିContinue reading “ଉତ୍ତର ଭାରତରେ ପ୍ରବଳ ଶୀତ ଲହରୀ : କାଶ୍ମୀର ଓ ହିମାଚଳରେ ତୁଷାରପାତ ; ଜନଜୀବନ ପ୍ରଭାବିତ”
ବିନା ଡ୍ରାଇଭରରେ ଚାଲିବ ମେଟ୍ରୋ ଟ୍ରେନ : ଦିଲ୍ଲୀରେ ଚାଳକ ବିହୀନ ସେବାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
କନକ ବ୍ୟୁରୋ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଉଦଘାଟନ କଲେ ଦେଶର ପ୍ରଥମ ଡ଼୍ରାଇଭରଲେସ୍ ଟ୍ରେନ୍ । ୩୭ କିଲୋମିଟର ଯାତ୍ରା କରିବ ଏହି ଟ୍ରେନ୍ । ଏହି ଟ୍ରେନ୍ ଦିଲ୍ଲୀ ମେଟ୍ରୋରେ ସାମିଲ ହେବ । ଏହି ଟ୍ରେନ୍ ବିନା ଡ଼୍ରାଇଭରରେ ଅଟୋମେଟିକ୍ ଭାବେ ଚାଲିବ । ଦେଶର ପ୍ରଥମ ଡ଼୍ରାଇଭରଲେସ୍ ଟ୍ରେନ୍ ଭାବେ ଏହି ଟ୍ରେନ୍ ଦିଲ୍ଲୀ ମେଟ୍ରୋର ମଜେଂଟା ଲାଇନ୍ ଓ ପିଙ୍କ ଲାଇନରେ ଚାଲିବ । ପ୍ରଥମ ପର୍ଯ୍ୟାୟରେContinue reading “ବିନା ଡ୍ରାଇଭରରେ ଚାଲିବ ମେଟ୍ରୋ ଟ୍ରେନ : ଦିଲ୍ଲୀରେ ଚାଳକ ବିହୀନ ସେବାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ”
ମାରାତ୍ମକ ହେଉଛି ନୂଆ କରୋନା : ୪ ମହାଦେଶକୁ ମାଡ଼ିଗଲାଣି; ଜାପାନରେ ବିଦେଶୀଙ୍କୁ ପ୍ରବେଶ ମନା
କନକ ବ୍ୟୁରୋ : ନୂଆବର୍ଷ ଆସି ଅତି ନିକଟରେ ପହଞ୍ଚିଲାଣି । ବିଶ୍ବବାସୀ ‘ଜିରୋ ଆୱାର’ ମନାଇବା ପାଇଁ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି । କିନ୍ତୁ ବ୍ରିଟେନ୍ରେ ନିକଟରେ ଠାବ ହୋଇଥିବା କରୋନା ଭୂତାଣୁର ନୂଆ ରୂପ ବିଶ୍ବବାସୀଙ୍କ ନିଦ ହଜାଇ ଦେଲାଣି । ୟୁରୋପ ମହାଦେଶର ଏକାଧିକ ଦେଶପରେ ଏହି ଭୂତାଣୁ ବିଶ୍ବର ୪ଟି ମହାଦେଶକୁ ଇତିମଧ୍ୟରେ ବ୍ୟାପିଗଲାଣି । ବ୍ରିଟେନ୍ ପକ୍ଷରୁ ନୂଆ କରୋନା ଭୂତାଣୁ ସଂପର୍କରେ ଘୋଷଣା ହେବା ପରେContinue reading “ମାରାତ୍ମକ ହେଉଛି ନୂଆ କରୋନା : ୪ ମହାଦେଶକୁ ମାଡ଼ିଗଲାଣି; ଜାପାନରେ ବିଦେଶୀଙ୍କୁ ପ୍ରବେଶ ମନା”